ଲେବୀୟ ପୁସ୍ତକ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। See the chapterପବିତ୍ର ବାଇବଲ (Re-edited) - (BSI)18 ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭ୍ରାନ୍ତିରେ ଭ୍ରାନ୍ତ ହେଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। See the chapterଓଡିଆ ବାଇବେଲ18 ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। See the chapterପବିତ୍ର ବାଇବଲ18 ସେହି ବ୍ୟକ୍ତି ଅପରାଧର ମାତ୍ରା ଅନୁସାରେ ଏକ ନିଖୁଣ ମେଷ ଦୋଷାର୍ଥକ ନୈବେଦ୍ୟ ରୂପେ ଯାଜକ ନିକଟକୁ ଆଣିବ। ପୁଣି ଯେଉଁ ପାପ ସେ ଅଜ୍ଞାତରେ କରିଛି ସେଥିପାଇଁ ଯାଜକ ପ୍ରାୟଶ୍ଚିତ କରିବ। ତହିଁରେ ସେ କ୍ଷମାପ୍ରାପ୍ତ ହେବ। See the chapter |