ଲେବୀୟ ପୁସ୍ତକ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)13 ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ଵଳିତ ରହିବ, କଦାପି ନିର୍ବାଣ ହେବ ନାହିଁ। See the chapterଓଡିଆ ବାଇବେଲ13 ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ। See the chapterପବିତ୍ର ବାଇବଲ13 ଯଜ୍ଞବେଦି ଉପରେ ଅଗ୍ନି ସର୍ବଦା ଜ୍ୱଳନ୍ତ ରହିବ, କଦାପି ନିର୍ବାପିତ ହେବ ନାହିଁ। See the chapter |