ଲେବୀୟ ପୁସ୍ତକ 7:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିବ, ତାହା ତାହାରି ହେବ। See the chapterପବିତ୍ର ବାଇବଲ (Re-edited) - (BSI)14 ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ପ୍ରକ୍ଷେପ କରେ, ତାହା ତାହାରି ହେବ। See the chapterଓଡିଆ ବାଇବେଲ14 ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିବ, ତାହା ତାହାରି ହେବ। See the chapterପବିତ୍ର ବାଇବଲ14 ସେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରୁଥିବା ଉପହାରରୁ ଗୋଟିଏ ପିଠା ନେବ। ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ସିଞ୍ଚନ କରେ ପିଠାଟି ତାହାର ହେବ। See the chapter |