ଲେବୀୟ ପୁସ୍ତକ 7:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍, ମନୁଷ୍ୟର ଅଶୁଚିତା, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ତେବେ ସେହି ଭୋଜନକାରୀ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।” See the chapterପବିତ୍ର ବାଇବଲ (Re-edited) - (BSI)21 ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍, ମନୁଷ୍ୟର ଅଶୌଚ, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ଵନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରଇ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବଶ। See the chapterଓଡିଆ ବାଇବେଲ21 ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍, ମନୁଷ୍ୟର ଅଶୁଚିତା, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ତେବେ ସେହି ଭୋଜନକାରୀ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।” See the chapterପବିତ୍ର ବାଇବଲ21 “ଯଦି କୌଣସି ବ୍ୟକ୍ତି ଅଶୁଚି ବସ୍ତୁ କିମ୍ବା ଅଶୁଚି ପ୍ରାଣୀ କିମ୍ବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରେ ତେବେ ସେ ଅପବିତ୍ର ହୁଏ ଓ ଯଦି ସେ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ ତେବେ ସେହି ବ୍ୟକ୍ତି ଆପଣା ଲୋକମାନଙ୍କଠାରୁ ପୃଥକ ରହିବ।” See the chapter |