ଲେବୀୟ ପୁସ୍ତକ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ପଶୁର ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇପାରେ; ମାତ୍ର ତୁମ୍ଭେମାନେ କୌଣସିମତେ ତାହା ଭୋଜନ କରିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)24 ପୁଣି ସ୍ଵୟଂମୃତ ବା ପଶୁ ଦ୍ଵାରା ବିଦୀର୍ଣ୍ଣ ପଶୁର ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇପାରେ; ମାତ୍ର ତୁମ୍ଭେମାନେ କୌଣସିମତେ ତାହା ଭୋଜନ କରିବ ନାହିଁ। See the chapterଓଡିଆ ବାଇବେଲ24 ପୁଣି ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ପଶୁର ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇପାରେ; ମାତ୍ର ତୁମ୍ଭେମାନେ କୌଣସିମତେ ତାହା ଭୋଜନ କରିବ ନାହିଁ। See the chapterପବିତ୍ର ବାଇବଲ24 ସେମାନଙ୍କୁ ମଧ୍ୟ କୁହ ଯେ, ସେମାନେ ଗୋଟିଏ ପଶୁର ସ୍ୱାଭାବିକ ମୃତ୍ୟୁ ହେଉ କିମ୍ବା ଯାହାର ଅନ୍ୟ ପଶୁ ଦ୍ୱାରା ବିଦୀର୍ଣ୍ଣ ହୋଇ ମୃତ୍ୟୁ ହୋଇଥିଲା ତାହା ଖାଇବା ଉଚିତ୍ ନୁହଁ। ସେହି ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇପାରେ, ମାତ୍ର ସେମାନେ ତାହା ଭୋଜନ କରିବା ଉଚିତ୍ ନୁହେଁ। See the chapter |