ଲୂକ ଲିଖିତ ସୁସମାଚାର 19:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ ଦେଖ, ଜଖୀୟ ନାମରେ ଜଣେ ଲୋକ ଥିଲେ, ସେ ଜଣେ ପ୍ରଧାନ କରଗ୍ରାହୀ ଓ ଧନୀ ଲୋକ। See the chapterଓଡିଆ ବାଇବେଲ2 ଆଉ ଦେଖ, ସେଠାରେ ଜଖିୟ ନାମରେ ଜଣେ ଲୋକ ଥିଲେ । ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ । See the chapterପବିତ୍ର ବାଇବଲ (CL) NT (BSI)2 ସେଠାରେ ଜଖିୟ ନାମରେ ଜଣେ ପ୍ରଧାନ କରଆଦାୟକାରୀ ଧନୀ ଲୋକ ଥିଲା। See the chapterପବିତ୍ର ବାଇବଲ2 ଯିରୀହୋରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ। See the chapter |