ଲୂକ ଲିଖିତ ସୁସମାଚାର 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା। See the chapterପବିତ୍ର ବାଇବଲ (Re-edited) - (BSI)15 ଦୂତମାନେ ସେମାନଙ୍କଠାରୁ ସ୍ଵର୍ଗକୁ ପ୍ରସ୍ଥାନ କଲା ଉତ୍ତାରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା। See the chapterଓଡିଆ ବାଇବେଲ15 ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା । See the chapterପବିତ୍ର ବାଇବଲ (CL) NT (BSI)15 ସ୍ୱର୍ଗଦୂତମାନେ ସେମାନଙ୍କଠାରୁ ଚାଲିଯିବା ପରେ ମେଷପାଳକମାନେ ପରସ୍ପରକୁ କହିଲେ, “ଚାଲ, ଆମେ ବେଥଲିହିମକୁ ଯିବା ଏବଂ ଯାହା ଘଟିଛି ବୋଲି ପ୍ରଭୁ କହିଛନ୍ତି, ତାହା ଦେଖି ଆସିବା।” See the chapterପବିତ୍ର ବାଇବଲ15 ସ୍ୱର୍ଗଦୂତମାନେ ମେଷପାଳକମାନଙ୍କୁ ଛାଡ଼ି ସ୍ୱର୍ଗକୁ ଫେରିଗଲେ। ମେଷପାଳକମାନେ ପରସ୍ପର କୁହାକୁହି ହେଲେ: “ଆମ୍ଭେମାନେ ବେଥ୍ଲେହିମ ଯିବା ଓ ଏହି ଯେଉଁ ଘଟଣା ଘଟିଛି ବୋଲି ପ୍ରଭୁ ଆମ୍ଭମାନଙ୍କୁ ଜଣାଇଲେ, ତାହା ଦେଖିବା।” See the chapter |