ଲୂକ ଲିଖିତ ସୁସମାଚାର 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)18 ପୁଣି ଯେତେ ଲୋକ ମେଷପାଳକମାନଙ୍କଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେଥିରେ ଚମତ୍କୃତ ହେଲେ। See the chapterଓଡିଆ ବାଇବେଲ18 ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହି ସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ । See the chapterପବିତ୍ର ବାଇବଲ (CL) NT (BSI)18 ମେଷପାଳକମାନଙ୍କ କଥା ଶୁଣି ସମସ୍ତେ ଆଚମ୍ବିତ ହେଲେ। See the chapterପବିତ୍ର ବାଇବଲ18 ମେଷପାଳକମାନେ ଯାହା କହିଲେ, ତାହା ଶୁଣି, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। See the chapter |