ଲୂକ ଲିଖିତ ସୁସମାଚାର 2:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ, See the chapterପବିତ୍ର ବାଇବଲ (Re-edited) - (BSI)34 ଆଉ, ଶିମୀୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବ ପ୍ରକାଶିତ ହୁଏ, See the chapterଓଡିଆ ବାଇବେଲ34 ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ, See the chapterପବିତ୍ର ବାଇବଲ (CL) NT (BSI)34 ଶିମିୟୋନ୍ ସେମାନଙ୍କୁ ଆଶୀର୍ବାଦ କରି ଶିଶୁର ମାତା ମରିୟମଙ୍କୁ କହିଲେ, “ଇଶ୍ରାୟେଲୀୟମାନଙ୍କ ମଧ୍ୟରୁ ଅନେକେ ବିନାଶ ପୁଣି ଅନେକଙ୍କ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଦ୍ୱାରା ଏହି ଶିଶୁ ମନୋନୀତ ହୋଇଛନ୍ତି। ସେ ଈଶ୍ୱରଙ୍କଠାରୁ ଏକ ସଙ୍କେତ ସ୍ୱରୂପ ହେବେ। See the chapterପବିତ୍ର ବାଇବଲ34 ତା'ପରେ ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, “ଏ ବାଳକ ଯୋଗୁଁ ଅନେକ ଯିହୂଦୀଙ୍କର ଉତ୍ଥାନ ଓ ପତନ ହେବ। ସେ ପରମେଶ୍ୱରଙ୍କର ଏକ ଚିହ୍ନ ହେବେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ। See the chapter |