ଲୂକ ଲିଖିତ ସୁସମାଚାର 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ; See the chapterପବିତ୍ର ବାଇବଲ (Re-edited) - (BSI)4 ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରରୁ ଯିହୁଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ; See the chapterଓଡିଆ ବାଇବେଲ4 ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ; See the chapterପବିତ୍ର ବାଇବଲ (CL) NT (BSI)4 ଯୋସେଫ ରାଜା ଦାଉଦଙ୍କ ବଂଶଧର ଥିôବାରୁ ଗାଲିଲୀର ନାଜରିତ ସହରରୁ ଦାଉଦଙ୍କ ଜନ୍ମ ସ୍ଥାନ ଯିହୂଦାର ବେଥଲିହିମ ସହରକୁ ଗଲେ। See the chapterପବିତ୍ର ବାଇବଲ4 ଯୋଷେଫ ଦାଉଦଙ୍କ ବଂଶର ହୋଇଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥ୍ଲେହିମକୁ ଗଲେ। ବେଥ୍ଲେହିମ ନଗର ଦାଉଦଙ୍କ ନଗର ନାମରେ ପରିଚିତ ଥିଲା। See the chapter |