ଲୂକ ଲିଖିତ ସୁସମାଚାର 2:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ। See the chapterପବିତ୍ର ବାଇବଲ (Re-edited) - (BSI)42 ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ। See the chapterଓଡିଆ ବାଇବେଲ42 ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ । See the chapterପବିତ୍ର ବାଇବଲ (CL) NT (BSI)42 ଯୀଶୁଙ୍କୁ ବାର ବର୍ଷ ହେଇଥିବା ସମୟରେ ରୀତି ଅନୁସାରେ ସେମାନେ ପର୍ବ ପାଳନ ପାଇଁ ଗଲେ। See the chapterପବିତ୍ର ବାଇବଲ42 ଯୀଶୁଙ୍କୁ ବାରବର୍ଷ ବୟସ ହୋଇଥିବା ସମୟରେ ସବୁଥର ଭଳି ସେମାନେ ପର୍ବକୁ ଗଲେ। See the chapter |