ଲୂକ ଲିଖିତ ସୁସମାଚାର 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ। See the chapterଓଡିଆ ବାଇବେଲ9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ । See the chapterପବିତ୍ର ବାଇବଲ (CL) NT (BSI)9 ସେତେବେଳେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କ ଉପରେ ପ୍ରଭୁ୍ଙ୍କ ମହିମା ପ୍ରକାଶିତ ହେଲା। ସେମାନେ ଅତିଶୟ ଭୟଭୀତ ହେଲେ। See the chapterପବିତ୍ର ବାଇବଲ9 ପ୍ରଭୁଙ୍କର ଜଣେ ଦୂତ ମେଷପାଳକମାନଙ୍କ ସମ୍ମୁଖରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କର ଚତୁର୍ଦ୍ଦିଗରେ ଝଲକି ଉଠିଲା। See the chapter |