ଲୂକ ଲିଖିତ ସୁସମାଚାର 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ। See the chapterପବିତ୍ର ବାଇବଲ (Re-edited) - (BSI)9 ଆଉ, ଏବେ ସୁଦ୍ଧା ଗଛଗୁଡ଼ିକ ମୂଳରେ କୁହ୍ରାଡ଼ି ଲାଗିଅଛି; ଅତଏବ, ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ। See the chapterଓଡିଆ ବାଇବେଲ9 ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ । See the chapterପବିତ୍ର ବାଇବଲ (CL) NT (BSI)9 ବୃକ୍ଷଗୁଡ଼ିକୁ ମୂଳରୁ କାଟି ପକାଇବା ପାଇଁ କୁରାଢ଼ୀ ପ୍ରସ୍ତୁତ; ଉତ୍ତମ ଫଳ ଉତ୍ପନ୍ନ କରୁ ନ ଥିବା ପ୍ରତ୍ୟେକ ବୃକ୍ଷ କଟାଯାଇ ଅଗ୍ନିରେ ନିକ୍ଷେପ କରାଯିବ।” See the chapterପବିତ୍ର ବାଇବଲ9 ଗଛ ମୂଳରେ କୁହ୍ରାଡ଼ି ରଖାଯାଇ ସାରିଲାଣି ଏବଂ ଯେଉଁ ଗଛ ଭଲ ଫଳ ଦେଇପାରୁ ନାହିଁ, ସେହି ପ୍ରତ୍ୟେକ ଗଛକୁ କାଟି ଦିଆଯିବ ଏବଂ ନିଆଁରେ ଫିଙ୍ଗି ଦିଆଯିବ।” See the chapter |