ଲୂକ ଲିଖିତ ସୁସମାଚାର 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ। See the chapterପବିତ୍ର ବାଇବଲ (Re-edited) - (BSI)3 ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏହି ପଥରକୁ ରୋଟୀ ହେବା ପାଇଁ ଆଜ୍ଞା ଦିଅ। See the chapterଓଡିଆ ବାଇବେଲ3 ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ । See the chapterପବିତ୍ର ବାଇବଲ (CL) NT (BSI)3 ଶୟତାନ ତାଙ୍କୁ କହିଲା, “ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକୁ ଆଦେଶ ଦେଇ ରୋଟିରେ ପରିଣତ କର।” See the chapterପବିତ୍ର ବାଇବଲ3 ଶୟତାନ ଯୀଶୁଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ସନ୍ତାନ ତେବେ ଏହି ପଥରଟିକୁ କୁହ, ସେ ରୋଟୀ ହୋଇଯାଉ।” See the chapter |