ଲୂକ ଲିଖିତ ସୁସମାଚାର 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ, ସେ ହ୍ରଦକୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ। See the chapterଓଡିଆ ବାଇବେଲ2 ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ । See the chapterପବିତ୍ର ବାଇବଲ (CL) NT (BSI)2 ସେ କୂଳରେ ଦୁଇଟି ନୌକା ବନ୍ଧା ଯାଇଥିବାର ଦେଖିଲେ। ଧୀବରମାନେ ସେଗୁଡ଼ିକୁ ଛାଡ଼ି ଜାଲ ଧୋଉଥିଲେ। See the chapterପବିତ୍ର ବାଇବଲ2 ଯୀଶୁ ହ୍ରଦ କୂଳରେ ଦୁଇଟି ଡଙ୍ଗା ଥୁଆ ହୋଇଥିବାର ଦେଖିଲେ। କେଉଟମାନେ ସେହି ଡଙ୍ଗାରୁ ଓହ୍ଲେଇ ତାହାଙ୍କ ଜାଲ ଧୋଉଥିଲେ। See the chapter |