ଲୂକ ଲିଖିତ ସୁସମାଚାର 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେରୋଦଙ୍କ ପରିଚାଳକ ଖୂଜା ଓ ତାହାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)3 ହେରୋଦଙ୍କ ବେବର୍ତ୍ତା ଖୂଜାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ଆପଣା ଆପଣା ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ। See the chapterଓଡିଆ ବାଇବେଲ3 ହେରୋଦଙ୍କ ପରିଚାଳକ ଖୁଜା ଓ ତାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ । See the chapterପବିତ୍ର ବାଇବଲ (CL) NT (BSI)3 ଯୋହାନ୍ନା, ଯାହାଙ୍କ ସ୍ୱାମୀ ଖୁଜା, ହେରୋଦଙ୍କ ରାଜଦରବାରରେ ଜଣେ ବେବର୍ତ୍ତା ଥିଲେ, ସୁଶାନ୍ନା ଓ ଆହୁରି ଅନେକ ସ୍ତ୍ରୀ ଲୋକ; ଏମାନେ ଯୀଶୁଙ୍କୁ ଓ ତାଙ୍କର ଶିଷ୍ୟମାନଙ୍କୁ ସାହାଯ୍ୟ କରିବା ପାଇଁ ନିଜର ସମ୍ବଳ ବିନିଯୋଗ କରିଥିଲେ। See the chapterପବିତ୍ର ବାଇବଲ3 ହେରୋଦଙ୍କ ଗୁମାସ୍ତା ଖୂଜାଙ୍କ ସ୍ତ୍ରୀ ଯୋହାନା, ଶୋଶାନ୍ନା, ପୁଣି ଏହିଭଳି ଆହୁରି ଅନେକ ସ୍ତ୍ରୀ ଲୋକ ମଧ୍ୟ ଯାଉଥିଲେ। ସେହି ସ୍ତ୍ରୀ ଲୋକମାନେ ଯୀଶୁ ଓ ତାହାଙ୍କ ପ୍ରେରିତମାନଙ୍କୁ ସାହାଯ୍ୟ କରିବା ପାଇଁ ସେମାନଙ୍କ ନିଜ ଟଙ୍କା ଖର୍ଚ୍ଚ କରୁଥିଲେ। See the chapter |