ମଲାଖୀ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।” See the chapterପବିତ୍ର ବାଇବଲ (Re-edited) - (BSI)16 କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ଵାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ। See the chapterଓଡିଆ ବାଇବେଲ16 “କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ,” ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ “ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ। See the chapterପବିତ୍ର ବାଇବଲ16 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କୁହନ୍ତି! “ଆମ୍ଭେ ଛାଡ଼ପତ୍ରକୁ ଘୃଣା କରୁ। ଏବଂ ଆମ୍ଭେ ମଧ୍ୟ ଲୋକମାନେ କରୁଥିବା ନିଷ୍ଠୁର କାର୍ଯ୍ୟକୁ ଘୃଣା କରୁ। ତେଣୁ ତୁମ୍ଭେ ଜାଗ୍ରତ ହୁଅ ଓ ଅବିଶ୍ୱସ୍ତ ହୁଅ ନାହିଁ।” See the chapter |