ମାଥିଉ 17:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ଵଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା। See the chapterଓଡିଆ ବାଇବେଲ2 ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା । See the chapterପବିତ୍ର ବାଇବଲ (CL) NT (BSI)2 ଶିଷ୍ୟମାନେ ଦେଖୁ ଦେଖୁ ଯୀଶୁଙ୍କର ଗୋଟିଏ ଅପୂର୍ବ ପରିବର୍ତ୍ତନ ହେଲା। ତାଙ୍କ ମୁଖ ସୂର୍ଯ୍ୟପରି ଉଜ୍ଜ୍ୱଳ ହେଲା ଏବଂ ତାଙ୍କ ପୋଷାକ ଆଲୋକ ପରି ଶୁଭ୍ର ଦେଖାଗଲା। See the chapterପବିତ୍ର ବାଇବଲ2 ସେମାନଙ୍କ ଆଗରେ ଯୀଶୁଙ୍କ ସ୍ୱରୂପ ବଦଳିଗଲା। ତାହାଙ୍କର ମୁଖ ସୂର୍ଯ୍ୟ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦେଖାଗଲା। See the chapter |