ମାଥିଉ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ; See the chapterପବିତ୍ର ବାଇବଲ (Re-edited) - (BSI)3 ଏହା ଶୁଣି ହେରୋଦ ରାଜା ଓ ତାଙ୍କ ସହିତ ସମୁଦାୟ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ; See the chapterଓଡିଆ ବାଇବେଲ3 ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ; See the chapterପବିତ୍ର ବାଇବଲ (CL) NT (BSI)3 ସେମାନଙ୍କର ଏହି କଥା ଶୁଣି ରାଜା ହେରୋଦ ଓ ଯିରୂଶାଲମର ସର୍ବସାଧାରଣ ବଡ଼ ବିଚଳିତ ହୋଇ ପଡ଼ିଲେ। See the chapterପବିତ୍ର ବାଇବଲ3 ରାଜା ହେରୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ, ସେଥିପାଇଁ ସେ ଉଦ୍ବିଗ୍ନ ହେଲେ। ଯିରୁଶାଲମର ସବୁ ଲୋକ ମଧ୍ୟ ଚିନ୍ତିତ ହୋଇ ପଡ଼ିଲେ। See the chapter |