ମାଥିଉ 20:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ, ସେ ମୂଲିଆମାନଙ୍କ ସହିତ ଦିନକୁ ଆଠ ଅଣା ମୂଲ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ। See the chapterଓଡିଆ ବାଇବେଲ2 ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ । See the chapterପବିତ୍ର ବାଇବଲ (CL) NT (BSI)2 ଯେଉଁମାନଙ୍କୁ ପାଇଲା, ପ୍ରତ୍ୟେକଙ୍କୁ ଦୈନିକ ଗୋଟିଏ ଲେଖାଁ ରୌପ୍ୟମୁଦ୍ରା ମଜୁରୀ ଦେବାକୁ ଚୁକ୍ତି କରି ସେମାନଙ୍କୁ ତା’ କ୍ଷେତକୁ ପଠାଇଲା। See the chapterପବିତ୍ର ବାଇବଲ2 ସେ ଶ୍ରମିକମାନଙ୍କୁ ସେଦିନ କାମ କରିବା ବାବଦରେ ଗୋଟିଏ ଗୋଟିଏ ରୌପ୍ୟ ମୁଦ୍ରା ଦେବା ପାଇଁ ରାଜି ହେଲେ। ତା'ପରେ ସେ ଶ୍ରମିକମାନଙ୍କୁ ବଗିଗ୍ଭକୁ କାମ କରିବାକୁ ପଠାଇଦେଲେ। See the chapter |