ମାଥିଉ 22:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ, See the chapterପବିତ୍ର ବାଇବଲ (Re-edited) - (BSI)2 ସ୍ଵର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ, See the chapterଓଡିଆ ବାଇବେଲ2 ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ, See the chapterପବିତ୍ର ବାଇବଲ (CL) NT (BSI)2 “ଈଶ୍ୱରଙ୍କ ରାଜ୍ୟ କିପରି, ତା’ର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଏକଦା ଜଣେ ରାଜା ରାଜକୁମାରଙ୍କର ବିବାହ ଭୋଜି ଆୟୋଜନ କଲେ। See the chapterପବିତ୍ର ବାଇବଲ2 ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି। See the chapter |