ମାଥିଉ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’” See the chapterପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ଯୀଶୁ ଉତ୍ତର ଦେଲେ, ଲେଖାଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ, ମାତ୍ର ଈଶ୍ଵରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ। See the chapterଓଡିଆ ବାଇବେଲ4 କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'" See the chapterପବିତ୍ର ବାଇବଲ (CL) NT (BSI)4 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଲେଖା ଅଛି, ‘ମନୁଷ୍ୟ ଖାଲି ରୋଟି ଖାଇ ବଞ୍ଚେ ନାହିଁ। ଈଶ୍ୱରଙ୍କ ମୁଖନିସୃତ ପ୍ରତ୍ୟେକ ବାକ୍ୟ ତା’ର ଜୀବନ ପାଇଁ ଆବଶ୍ୟକ’।” See the chapterପବିତ୍ର ବାଇବଲ4 ଯୀଶୁ ଉତ୍ତରରେ କହିଲେ, “ଶାସ୍ତ୍ରରେ ଏହା ଲେଖାଅଛି, ‘ମଣିଷ କେବଳ ଖାଦ୍ୟରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ୱରଙ୍କ ମୁଖରୁ ବାହାରି ଥିବା ପ୍ରତ୍ୟେକ ବାକ୍ୟରେ ହିଁ ବଞ୍ଚିବ।’” See the chapter |