ମାଥିଉ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, See the chapterପବିତ୍ର ବାଇବଲ (Re-edited) - (BSI)5 ତହିଁ ଉତ୍ତାରେ ଶୟତାନ ତାହାଙ୍କୁ ପୁଣ୍ୟ ନଗରୀକୁ ଘେନିଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, See the chapterଓଡିଆ ବାଇବେଲ5 ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପୁଣ୍ୟ ନଗରୀକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, See the chapterପବିତ୍ର ବାଇବଲ (CL) NT (BSI)5 ଏହାପରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଗଲା। ସେଠାରେ ତାଙ୍କୁ ମନ୍ଦିରର ସର୍ବୋଚ୍ଚ ଚୂଡ଼ାରେ ବସାଇ କହିଲା, See the chapterପବିତ୍ର ବାଇବଲ5 ତା'ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ଯିରୁଶାଲମକୁ ନେଇଗଲା। ସେ ଯୀଶୁଙ୍କୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନରେ ରଖିଲା। See the chapter |