ମାଥିଉ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ। See the chapterପବିତ୍ର ବାଇବଲ (Re-edited) - (BSI)9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ଵରଙ୍କ ସନ୍ତାନ ବୋଲି ଖ୍ୟାତ ହେବେ। See the chapterଓଡିଆ ବାଇବେଲ9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ସନ୍ତାନ ଭାବରେ ପରିଚିତ ହେବେ । See the chapterପବିତ୍ର ବାଇବଲ (CL) NT (BSI)9 ଯେଉଁମାନେ ଶାନ୍ତି ପ୍ରତିଷ୍ଠା ପାଇଁ ଉଦ୍ୟମ କରନ୍ତି ସେମାନେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ସନ୍ତାନ ରୂପେ ପରିଚିତ ହେବେ। See the chapterପବିତ୍ର ବାଇବଲ9 ଶାନ୍ତି ପାଇଁ କାମ କରୁଥିବା ଲୋକମାନେ ଧନ୍ୟ, କାରଣ ସେମାନେ ପରମେଶ୍ୱରଙ୍କ ସନ୍ତାନ ଭାବେ ଡକାଯିବେ। See the chapter |