ମାଥିଉ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ତରେ ସେ ପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। See the chapterଓଡିଆ ବାଇବେଲ2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)2 “ଜଣେ ଅଭାବଗ୍ରସ୍ତ ଲୋକକୁ କିଛି ଦାନ ଦେବାବେଳେ ଧର୍ମଧ୍ୱଜୀମାନଙ୍କକ ପରି ଦେଖାଇ ହୁଅ ନାହିଁ। ସେମାନେ ଉପାସନା ଗୃହମାନଙ୍କରେ ଓ ସାହି ମଝିରେ ନିଜର ଦାନଧର୍ମର ପ୍ରଦର୍ଶନ କରନ୍ତି। ଲୋକମାନଙ୍କଠାରୁ ପ୍ରଶଂସା ପାଇବା ପାଇଁ ସେମାନେ ଏହା କରନ୍ତି। ମୁଁ ନିଶ୍ଚିତଭାବେ କହୁଛି ଯେ ସେମାନେ ଏଥିଦ୍ୱାରା ସେମାନଙ୍କର ପ୍ରାପ୍ୟ ପୂର୍ଣ୍ଣମାତ୍ରାରେ ପାଇ ସାରିଛନ୍ତି। See the chapterପବିତ୍ର ବାଇବଲ2 “ଏଣୁ ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦେଉଛ, ସେତେବେଳେ ତା'ର ଘୋଷଣା କର ନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କରେ ତୂରୀବଜାଇ ସେଭଳି ପ୍ରଗ୍ଭର କରିଥା’ନ୍ତି। ମୁଁ ତୁମ୍ଭକୁ ସତ୍ୟକଥା କହୁଛି ଯେ, ସେମାନେ ତାହାଙ୍କର ପ୍ରତିଫଳ ପାଇ ସାରିଲେଣି। See the chapter |