ମାଥିଉ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ? See the chapterପବିତ୍ର ବାଇବଲ (Re-edited) - (BSI)3 ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ? See the chapterଓଡିଆ ବାଇବେଲ3 ଆଉ କାହିଁକି ତୁମ୍ଭ ଭାଇର ଆଖିର ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ ? See the chapterପବିତ୍ର ବାଇବଲ (CL) NT (BSI)3 ତୁମ ଆଖିରେ କାଠ ଗଡ଼ଟାଏ ଥିବାବେଳେ ତୁମ ଭାଇ ଆଖିରେ ଧୂଳିକଣାଟି ପ୍ରତି ତୁମ୍ଭେ କାହିଁକି ଥ୍ୟାନତ ଦେଉଛ? See the chapterପବିତ୍ର ବାଇବଲ3 “ତୁମ୍ଭେ ତୁମ୍ଭ ଭାଇ ଆଖିରେ ପଡ଼ିଥିବା କାଠଗୁଣ୍ଡଟି ପ୍ରତି କାହିଁକି ନଜର ଦେଉଛ କିନ୍ତୁ ତୁମ୍ଭ ନିଜ ଆଖିରେ ପଡ଼ିଥିବା କାଠଗୁଣ୍ଡଟି ଦେଖି ପାରୁ ନାହଁ? See the chapter |