Online Bible

- Advertisements -




ମାଥିଉ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କି କରଆଦାୟ-ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର। ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।

See the chapter Copy

ଓଡିଆ ବାଇବେଲ

9 ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, "ମୋହର ଅନୁଗମନ କର" । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

9 ଯୀଶୁ ସେଠାରୁ ଚାଲିଯିବାବେଳେ ମାଥିଉ ନାମକ ଜଣେ କରଆଦୟକାରୀକୁ ତା’ର କାର୍ଯ୍ୟଳୟରେ ବସିଥିବା ଦେଖିଲେ ଓ ତାକୁ ଆହ୍ୱାନ କରି କହିଲେ, “ମୋ’ ପଛେ ପଛେ ଆସ।” ମାଥିଉ ଉଠି ତାଙ୍କୁ ଅନୁଦରଣ କଲେ।

See the chapter Copy

ପବିତ୍ର ବାଇବଲ

9 ଯୀଶୁ ସେଠାରୁ ଯାଉ ଯାଉ ଦେଖିଲେ ଯେ, କରଆଦାୟ କେନ୍ଦ୍ରରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର।” ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।

See the chapter Copy




ମାଥିଉ 9:9

Follow us:

Advertisements


Advertisements