ମୀଖା 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ। See the chapterପବିତ୍ର ବାଇବଲ (Re-edited) - (BSI)4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ। See the chapterଓଡିଆ ବାଇବେଲ4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ। See the chapterପବିତ୍ର ବାଇବଲ4 ତାଙ୍କର ଆଗମନରେ ପର୍ବତଗୁଡ଼ିକ ଅଗ୍ନି ନିକଟରେ ମହମ ତରଳିଲା ପରି ତରଳି ଯିବ। ଉପତ୍ୟକାଗୁଡ଼ିକ ବିଦୀର୍ଣ୍ଣ ହେବ ଏବଂ ଜଳ ଗଡ଼ାଣିରେ ବହିଲା ପରି ନିମ୍ନକୁ ଗଡ଼ି ଆସିବ। See the chapter |