ମୀଖା 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। See the chapterପବିତ୍ର ବାଇବଲ (Re-edited) - (BSI)1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। See the chapterଓଡିଆ ବାଇବେଲ1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। See the chapterପବିତ୍ର ବାଇବଲ1 ଭବିଷ୍ୟତରେ ସଦାପ୍ରଭୁଙ୍କ ଗୃହ, ପର୍ବତର ଉଚ୍ଚତମ ପର୍ବତ ଶିଖର ଉପରେ ସ୍ଥାପିତ ହେବ। ଏହା ସମସ୍ତ ପର୍ବତଗୁଡ଼ିକ ଅପେକ୍ଷା ଉଚ୍ଚତର ହେବ। ଲଗାତାର ଗୋଷ୍ଠୀଗଣ ସ୍ରୋତ ପରି ସେଠାକୁ ଯାଉଥିବେ। See the chapter |