ଗଣନା ପୁସ୍ତକ 10:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ। See the chapterପବିତ୍ର ବାଇବଲ (Re-edited) - (BSI)6 ପୁଣି ତୁମ୍ଭେମାନେ ଦ୍ଵିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ। See the chapterଓଡିଆ ବାଇବେଲ6 ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ। See the chapterପବିତ୍ର ବାଇବଲ6 ପୁଣି ତୁମ୍ଭେମାନେ ଦ୍ୱିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ। ଏହି କ୍ରମରେ ସେମାନେ ଲୋକମାନଙ୍କର ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ। See the chapter |