ଗଣନା ପୁସ୍ତକ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ। See the chapterପବିତ୍ର ବାଇବଲ (Re-edited) - (BSI)8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ। See the chapterଓଡିଆ ବାଇବେଲ8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ। See the chapterପବିତ୍ର ବାଇବଲ8 କେବଳ ହାରୋଣର ପୁତ୍ର ଯାଜକମାନେ ଏହି ଦୁଇ ତୂରୀ ବଜାଇବେ। ଆଉ ଏହି ବିଧି ତୁମ୍ଭମାନଙ୍କ ପ୍ରତି ପୁରୁଷାନୁକ୍ରମେ ଅନନ୍ତକୀଳୀନ ହେବ। See the chapter |