ଗଣନା ପୁସ୍ତକ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।” See the chapterପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ। See the chapterଓଡିଆ ବାଇବେଲ2 “ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।” See the chapterପବିତ୍ର ବାଇବଲ2 “ମୁଁ ଇସ୍ରାଏଲର ଲୋକମାନଙ୍କୁ ଯେଉଁ କିଣାନ ଦେଶ ଦେବି, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ। ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।” See the chapter |