ଗଣନା ପୁସ୍ତକ 15:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ। See the chapterପବିତ୍ର ବାଇବଲ (Re-edited) - (BSI)32 ଏଥିଉତ୍ତାରୁ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ। See the chapterଓଡିଆ ବାଇବେଲ32 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ। See the chapterପବିତ୍ର ବାଇବଲ32 ସେତେବେଳେ ଇସ୍ରାଏଲ ଥିବା ସମୟରେ ଗୋଟିଏ ବ୍ୟକ୍ତିକୁ ବିଶ୍ରାମ ବାରରେ କାଠ ସଂଗ୍ରହ କରୁଥିବାର ଦେଖିଲେ। See the chapter |