ଗଣନା ପୁସ୍ତକ 16:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ। See the chapterପବିତ୍ର ବାଇବଲ (Re-edited) - (BSI)47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେତେବେଳେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ। See the chapterଓଡିଆ ବାଇବେଲ47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ। See the chapterପବିତ୍ର ବାଇବଲ47 ତେଣୁ ହାରୋଣ ମୋଶାଙ୍କ କହିବା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ିଗଲେ। ସେତେବେଳକୁ ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା। ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ପାଇଁ ପ୍ରାୟଶ୍ଚିତ କଲେ। See the chapter |