ଗଣନା ପୁସ୍ତକ 17:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।” See the chapterପବିତ୍ର ବାଇବଲ (Re-edited) - (BSI)5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକି ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା। See the chapterଓଡିଆ ବାଇବେଲ5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।” See the chapterପବିତ୍ର ବାଇବଲ5 ଏହା କଲା ପରେ ଆମ୍ଭେ ଯେଉଁ ଲୋକଙ୍କୁ ଯାଜକରୂପେ ମନୋନୀତ କରିବା ତାହାର ଆଶାବାଡ଼ି ପଲ୍ଲବିତ ହେବ। ଆଉ ଇସ୍ରାଏଲ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ସେଥିରୁ ସେମାନେ ନିବୃତ୍ତ ରହିବେ।” See the chapter |