ଗଣନା ପୁସ୍ତକ 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ। See the chapterପବିତ୍ର ବାଇବଲ (Re-edited) - (BSI)13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେସବୁ ପ୍ରଥମ ପକ୍ଵ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ। See the chapterଓଡିଆ ବାଇବେଲ13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁ ସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହିସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ। See the chapterପବିତ୍ର ବାଇବଲ13 ସେମାନେ ନିଜ ନିଜ ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱଫଳ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହେବ, ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ବିଧିସମ୍ମତ ଶୁଚି ବ୍ୟକ୍ତି ତାହା ଭୋଜନ କରିବ। See the chapter |