ଗଣନା ପୁସ୍ତକ 18:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ। See the chapterପବିତ୍ର ବାଇବଲ (Re-edited) - (BSI)30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେତେବେଳେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେତେବେଳେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ। See the chapterଓଡିଆ ବାଇବେଲ30 ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ। See the chapterପବିତ୍ର ବାଇବଲ30 “ମୋଶା ଲେବୀୟମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେ ସର୍ବୋତ୍ତମ ଅଂଶ ଉତ୍ସର୍ଗ କର, ଏହା ଇସ୍ରାଏଲ ଲୋକମାନେ ଉତ୍ସର୍ଗ କରୁଥିବା ଶସ୍ୟ ଓ ଦ୍ରାକ୍ଷାରସ ତୁଲ୍ୟ ଗ୍ରହଣ କରାଯିବା ଉଚିତ୍। See the chapter |