ଗଣନା ପୁସ୍ତକ 19:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ। See the chapterପବିତ୍ର ବାଇବଲ (Re-edited) - (BSI)18 ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ୍ ନେଇ ଏହି ଜଳରେ ଡୁବାଇ ସେହି ତମ୍ଵୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି ଅସ୍ଥି କି ହତ କି ମୃତ କି କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ। See the chapterଓଡିଆ ବାଇବେଲ18 ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା, ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ। See the chapterପବିତ୍ର ବାଇବଲ18 ତା'ପରେ ଜଣେ ଶୁଚିମନ୍ତ ବ୍ୟକ୍ତି ଏକ ଏସୋବ୍ ଶାଖା ନେଇ ସେହି ଜଳରେ ବୁଡ଼ାଇବା ଉଚିତ୍। ସେ ସେହି ତମ୍ବୁ ଉପରେ, ସମସ୍ତ ପାତ୍ର ଉପରେ, ସେଠାରେ ଥିବା ସମସ୍ତ ଲୋକ ଉପରେ ଓ ଅସ୍ଥି, କି ହାତ କି ମୃତ କବର ଛୁଇଁଥିବା ଲୋକ ଉପରେ ତାହା ଛିଞ୍ଚିବ। See the chapter |