ଗଣନା ପୁସ୍ତକ 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ। See the chapterପବିତ୍ର ବାଇବଲ (Re-edited) - (BSI)3 ତହୁଁ ତୁମ୍ଭେମାନେ ସେହି ଗାଭୀକି ଇଲୀୟାସର ଯାଜକକୁ ଦେବ, ପୁଣି ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ। See the chapterଓଡିଆ ବାଇବେଲ3 ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ। See the chapterପବିତ୍ର ବାଇବଲ3 ତହୁଁ ତୁମ୍ଭେମାନେ ସେହି ଗାଈକୁ ଇଲିୟାସର ଯାଜକକୁ ଦେବ। ସେ ତାହାକୁ ଛାଉଣି ବାହାରକୁ ଆଣି ବଧ କରିବ। See the chapter |