ଗଣନା ପୁସ୍ତକ 21:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍ବୋନ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।” See the chapterପବିତ୍ର ବାଇବଲ (Re-edited) - (BSI)30 ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍ବୋନ୍ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ଵଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।” See the chapterଓଡିଆ ବାଇବେଲ30 ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍ବୋନ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।” See the chapterପବିତ୍ର ବାଇବଲ30 ସେମାନଙ୍କର ଭବିଷ୍ୟଦ୍ ବଂଶଧରଗଣ ହିଷ୍ବୋନଠାରୁ ଦୀବୋନ ପର୍ଯ୍ୟନ୍ତ ଧ୍ୱଂସ ହୋଇଛନ୍ତି। ଆମ୍ଭେମାନେ ସେମାନଙ୍କୁ ଶର ନିକ୍ଷେପ କରିଅଛୁ। ହିଷ୍ବୋନ୍ ଦୀବୋନ୍ ପର୍ଯ୍ୟନ୍ତ ହେଲା। ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ଯାହା ମେଦବା ନିକଟରେ ଅଛି।” See the chapter |