ଗଣନା ପୁସ୍ତକ 22:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ବିଲୀୟମ୍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)13 ଏଥିରେ ବିଲୀୟମ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ନାସ୍ତି କରୁଅଛନ୍ତି। See the chapterଓଡିଆ ବାଇବେଲ13 ଏଥିରେ ବିଲୀୟମ୍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।” See the chapterପବିତ୍ର ବାଇବଲ13 ଏଥିରେ ବିଲିୟମ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଦେଶକୁ ଗ୍ଭଲିଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବାକୁ ଅନୁମତି ଦେଲେ ନାହିଁ।” See the chapter |