ଗଣନା ପୁସ୍ତକ 22:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।” See the chapterପବିତ୍ର ବାଇବଲ (Re-edited) - (BSI)20 ଏଥିରେ ପରମେଶ୍ଵର ରାତ୍ରିରେ ବିଲୀୟମ ନିକଟକୁ ଆସି କହିଲେ, ଯେବେ ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଂଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ। See the chapterଓଡିଆ ବାଇବେଲ20 ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।” See the chapterପବିତ୍ର ବାଇବଲ20 ସେହି ରାତ୍ରିରେ ପରମେଶ୍ୱର ବିଲିୟମ ନିକଟକୁ ଆସିଲେ ଏବଂ କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ସେମାନଙ୍କ ସଙ୍ଗରେ ଯିବାକୁ ଅନୁରୋଧ କରୁଛନ୍ତି, ତୁମ୍ଭେ ଯାଇପାର, କିନ୍ତୁ ମୁଁ ତୁମ୍ଭକୁ ଯାହା କହିଅଛି, ତୁମ୍ଭେ ତାହା ହିଁ କରିବା ଉଚିତ୍।” See the chapter |