ଗଣନା ପୁସ୍ତକ 23:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋʼ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ ନୁହେଁ?” See the chapterପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେ ଉତ୍ତର ଦେଇ କହିଲା, ସଦାପ୍ରଭୁ ମୋʼ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ୍ ନୁହେଁ? See the chapterଓଡିଆ ବାଇବେଲ12 ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋ’ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ୍ ନୁହେଁ ? See the chapterପବିତ୍ର ବାଇବଲ12 ମାତ୍ର ବିଲିୟମ ଉତ୍ତର କଲା, “ସଦାପ୍ରଭୁ ମୋ’ ମୁହଁରେ ଯାହା କହନ୍ତି, ତାହା ହିଁ କରିବା କ’ଣ ମୋର ଉଚିତ୍ ନୁହେଁ?” See the chapter |