ଗଣନା ପୁସ୍ତକ 24:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।” See the chapterପବିତ୍ର ବାଇବଲ (Re-edited) - (BSI)20 ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ। See the chapterଓଡିଆ ବାଇବେଲ20 ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।” See the chapterପବିତ୍ର ବାଇବଲ20 ଏହା ପରେ ସେ ଅମାଲେକ ପ୍ରତି ଦୃଷ୍ଟିକରି ଗୀତରେ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା। ମାତ୍ର ତାହା ମଧ୍ୟ ବିନଷ୍ଟ ହେବ।” See the chapter |