ଗଣନା ପୁସ୍ତକ 24:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି, See the chapterପବିତ୍ର ବାଇବଲ (Re-edited) - (BSI)3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ବିୟୋରର ପୁତ୍ର ବିଲୀୟମ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି, See the chapterଓଡିଆ ବାଇବେଲ3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି, See the chapterପବିତ୍ର ବାଇବଲ3 ଆଉ ବିଲିୟମ କହିଲା, “ଏହା ବିୟୋରର ପୁତ୍ର ବିଲିୟମର ବାର୍ତ୍ତା ଅଟେ। ଏହା ଜଣେ ମନୁଷ୍ୟର ବାର୍ତ୍ତା ଅଟେ, ଯିଏ ସ୍ପଷ୍ଟ ଭାବରେ ଦେଖେ। See the chapter |