ଗଣନା ପୁସ୍ତକ 25:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।” See the chapterପବିତ୍ର ବାଇବଲ (Re-edited) - (BSI)18 କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ଵୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ। See the chapterଓଡିଆ ବାଇବେଲ18 କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।” See the chapterପବିତ୍ର ବାଇବଲ18 ସେମାନେ ପିୟୋରରେ ତୁମ୍ଭକୁ ଠକି ଦେଲେ। ସେମାନେ ମିଦିୟନୀୟ ନେତାର କନ୍ୟା କସବୀ ସହିତ ତୁମ୍ଭକୁ ଠକି ଦେଇଛନ୍ତି। ସେହି ସ୍ତ୍ରୀ ଲୋକଟି ମହାମାରୀରେ ନିହତ ହେଲା। ଯାହା ପିୟୋରରେ ଘଟିଥିଲା, ତାହା ମହାମାରୀର କାରଣ ଥିଲା।” See the chapter |