ଗଣନା ପୁସ୍ତକ 28:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ। See the chapterପବିତ୍ର ବାଇବଲ (Re-edited) - (BSI)16 ଆହୁରି ପ୍ରଥମ ମାସରେ, ସେହି ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ। See the chapterଓଡିଆ ବାଇବେଲ16 ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ। See the chapterପବିତ୍ର ବାଇବଲ16 “ପ୍ରଥମ ମାସର ଚତୁର୍ଦ୍ଦଶ ଦିବସରେ ସଦାପ୍ରଭୁଙ୍କର ନିସ୍ତାରପର୍ବ ହେବ। See the chapter |