ଗଣନା ପୁସ୍ତକ 3:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ। See the chapterପବିତ୍ର ବାଇବଲ (Re-edited) - (BSI)32 ପୁଣି ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ଵାବଧାନ କରିବ। See the chapterଓଡିଆ ବାଇବେଲ32 ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ। See the chapterପବିତ୍ର ବାଇବଲ32 ଯାଜକ ହାରୋଣର ପୁତ୍ର ଇଲିୟାସର ସମସ୍ତଙ୍କ ମଧ୍ୟରେ ପ୍ରଧାନ ଲେବୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷୟର କାର୍ଯ୍ୟ କରନ୍ତି ସେମାନଙ୍କର ତତ୍ତ୍ୱାବଧାନ କରିବ। See the chapter |