ଗଣନା ପୁସ୍ତକ 3:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଆଉ ଅବୀହୟିଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ। See the chapterପବିତ୍ର ବାଇବଲ (Re-edited) - (BSI)35 ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ। See the chapterଓଡିଆ ବାଇବେଲ35 ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ। See the chapterପବିତ୍ର ବାଇବଲ35 ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ପରିବାରବର୍ଗର ଅଧିପତି ହେବ। ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ। See the chapter |