ଗଣନା ପୁସ୍ତକ 3:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ। See the chapterପବିତ୍ର ବାଇବଲ (Re-edited) - (BSI)45 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ। See the chapterଓଡିଆ ବାଇବେଲ45 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ। See the chapterପବିତ୍ର ବାଇବଲ45 “ତୁମ୍ଭେ ସମସ୍ତ ଲେବୀୟ ଏବଂ ତାଙ୍କର ସମସ୍ତ ପଶୁ ଇସ୍ରାଏଲର ପ୍ରଥମଜାତ ଏବଂ ଇସ୍ରାଏଲର ପଶୁମାନଙ୍କ ପ୍ରଥମଜାତ ବଦଳରେ ଗ୍ରହଣ କର। ଆଉ ଲେବୀୟମାନେ ମୋର ହେବେ, ମୁଁ ସଦାପ୍ରଭୁ ଅଟେ। See the chapter |